Add parallel Print Page Options

ଯୀଶୁ ସ୍ୱର୍ଗକୁ ନିଆଗଲେ

ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”

ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”

Read full chapter