Add parallel Print Page Options

10 ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।

Read full chapter