Add parallel Print Page Options

20 However, any prophet who arrogantly speaks a word in my name that I haven’t commanded him to speak, or who speaks in the name of other gods—that prophet must die.

Read full chapter

କିପରି ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାକୁ ଜାଣିବ

20 “କିନ୍ତୁ ଯେତେବେଳେ ଜଣେ ଭବିଷ୍ୟ‌ଦ୍‌ବକ୍ତା ମୋ’ ନାମରେ କୌଣସି ଅନୁଚିତ୍ କଥା କହେ, ଯାହା ମୁଁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦେଇ ନାହିଁ। ସେହି ଭବିଷ୍ୟ‌ଦ୍‌ବକ୍ତାର ମୃତ୍ୟୁଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତେକ ଭବିଷ୍ୟ‌ଦ୍‌ବକ୍ତା ଅନ୍ୟ ଦେବଗଣଙ୍କ ନାମରେ କହନ୍ତି, ତେବେ ସେହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଶ୍ଚୟ ମୃତ୍ୟୁଦଣ୍ତ ପାଇବେ।

Read full chapter

20 But a prophet who presumes to speak in my name anything I have not commanded, or a prophet who speaks in the name of other gods,(A) is to be put to death.”(B)

Read full chapter