Add parallel Print Page Options

ଅପରାଧୀମାନଙ୍କୁ ହତ୍ୟାକରି ଗଛରେ ଟଙ୍ଗାଇ ଦିଆଯାଏ

22 “ଯଦି କୌଣସି ବ୍ୟକ୍ତି କୌଣସି ଦୋଷ କରେ ଯାହାକି ମୃତ୍ୟୁଦଣ୍ତ ଯୋଗ୍ୟ ହୁଏ, ତାକୁ ହତ୍ୟା କରାଯିବା ଉଚିତ୍” ଏବଂ ତା'ର ଶରୀରକୁ ଗୋଟିଏ ଗଛରେ ଝୁଲାଇ ଦେବା ଉଚିତ୍। 23 କିନ୍ତୁ ତା'ର ମୃତ ଶରୀରକୁ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନୁହଁ। ତା'ର ମୃତ ଶରୀରକୁ ସେହି ଏକା ଦିନରେ କବର ଦିଆଯିବା ଉଚିତ୍। କାରଣ, କେହି ବ୍ୟକ୍ତି ଗଛରେ ଝୁଲା ହୋଇ ରହିଲେ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଗ୍ରସ୍ତ ହୁଏ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଭୂମି ଦେଇଛନ୍ତି ତୁମ୍ଭେ ତାହାକୁ ଅଶୁଚି କର ନାହିଁ।

Read full chapter