Añadir traducción en paralelo Imprimir Opciones de la página

23 କିନ୍ତୁ ତା’ର ମୃତ ଶରୀରକୁ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନୁହଁ। ତା’ର ମୃତ ଶରୀରକୁ ସେହି ଏକା ଦିନରେ କବର ଦିଆଯିବା ଉଚିତ୍। କାରଣ, କେହି ବ୍ୟକ୍ତି ଗଛରେ ଝୁଲା ହୋଇ ରହିଲେ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଗ୍ରସ୍ତ ହୁଏ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଭୂମି ଦେଇଛନ୍ତି ତୁମ୍ଭେ ତାହାକୁ ଅଶୁଚି କର ନାହିଁ।

Read full chapter