Font Size
ଦ୍ୱିତୀୟ ବିବରଣ 23:21
Odia Holy Bible: Easy-to-Read Version
ଦ୍ୱିତୀୟ ବିବରଣ 23:21
Odia Holy Bible: Easy-to-Read Version
21 “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International