Add parallel Print Page Options

24 “ଜଣେ ଲୋକ ଏକ ସ୍ତ୍ରୀକୁ ବିବାହ କରି ଗ୍ରହଣ କଲାପରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହାଠାରେ ଅନୁଗ୍ରହ ନ ପାଏ। ତେବେ ସେହି ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବାହାର କରିଦେବା ଉଚିତ୍।

Read full chapter