Add parallel Print Page Options

ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ।

Read full chapter