Font Size
ଯାତ୍ରାପୁସ୍ତକ 29:20-21
Odia Holy Bible: Easy-to-Read Version
ଯାତ୍ରାପୁସ୍ତକ 29:20-21
Odia Holy Bible: Easy-to-Read Version
20 ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ। 21 ଏହା ପରେ ଯଜ୍ଞବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International