Add parallel Print Page Options

10 “କୌଣସି ଲୋକ ଯଦି ଅନ୍ୟ କାହାର ଗଧ କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଥାଏ, ଯଦି ଅଦେଖାରେ ସେ ପଶୁ ମରେ କିମ୍ବା ଅଙ୍ଗହାନି ହୁଏ କିମ୍ବା ତଡ଼ି ଦିଆଯାଏ, 11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ। ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ। ପୁଣି ସେ ପରିଶୋଧ କରିବ ନାହିଁ।

Read full chapter