Add parallel Print Page Options

ଜ୍ୱଳନ୍ତା ବୁଦା

ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।

Read full chapter