Add parallel Print Page Options

ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।

Read full chapter

22 ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

Read full chapter