Add parallel Print Page Options

ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।”

Read full chapter

ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ, “ସେମାନେ ପଗ୍ଭରିଲେ, ଏହି ଗାନ୍ଥକମାନଙ୍କ ନାମ କ’ଣ?”

Read full chapter