Add parallel Print Page Options

11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ।

Read full chapter