Add parallel Print Page Options

ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”

Read full chapter