Add parallel Print Page Options

ଆମ୍ଭେମାନେ କିଣାନ ଦେଶରୁ ଫେରି ଆସିଛୁ, ଆମ୍ଭ ପଟ ମଧ୍ୟରେ ଥିବା ଟଙ୍କା ଫେରାଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ। ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ୟା କରି ପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସେବକଗଣ ହେବୁ।”

10 ଦାସ କହିଲେ, “ତୁମ୍ଭେ ଯାହା କହିବ ଆମ୍ଭେ ସେହିପରି କରିବୁ କିନ୍ତୁ ଆମ୍ଭେ ସେ ଲୋକକୁ ହତ୍ୟା କରିବୁ ନାହିଁ। ଆମ୍ଭେ ଯାହା ପାଖରୁ ସେହି ରୂପା ପାତ୍ର ପାଉ, ସେ ଲୋକ ଆମ୍ଭର ଦାସ ହେବ। ଏବଂ ଅନ୍ୟମାନେ ମୁକ୍ତ ହେବେ।”

Read full chapter