Add parallel Print Page Options

22 କିନ୍ତୁ ତୁମ୍ଭେମାନେ ସେହିପରି ଜାଗାକୁ ଆସିନାହଁ। ତୁମ୍ଭେମାନେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସିୟୋନ ପର୍ବତ।[a] ତୁମ୍ଭେମାନେ ଜୀବନ୍ତ ପରମେଶ୍ୱରଙ୍କ ନଗରୀକୁ ଆସିଛ, ସ୍ୱର୍ଗୀୟ ଯିରୁଶାଲମକୁ ଆସିଛ। ତୁମ୍ଭେମାନେ ଏକତ୍ରିତ ହୋଇଥିବା ଓ ଆନନ୍ଦରେ ପରିପୂର୍ଣ୍ଣ ହଜାର ହଜାର ସ୍ୱର୍ଗଦୂତଙ୍କ ପାଖରେ ଆସି ପହଞ୍ଚିଛ।

Read full chapter

Footnotes

  1. ଏବ୍ରୀ 12:22 ସୀୟୋନ ପର୍ବତ ଯିରୁଶାଲମ ଲାଗି ଅନ୍ୟ ନାମ।