Font Size
ଏବ୍ରୀ 4:3-4
Odia Holy Bible: Easy-to-Read Version
ଏବ୍ରୀ 4:3-4
Odia Holy Bible: Easy-to-Read Version
3 ଆମ୍ଭେ ବିଶ୍ୱାସୀ ଲୋକମାନେ ବିଶ୍ରାମ ସ୍ଥଳରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ୱର କହିଅଛନ୍ତି:
“ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି;
ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(A)
ପରମେଶ୍ୱର ଏହା କହିଲେ। କିନ୍ତୁ ଜଗତ ସୃଷ୍ଟି କରିବା ଦିନଠାରୁ ପରମେଶ୍ୱରଙ୍କ କାମ ସରିଯାଇଥିଲା। 4 ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।”(B)
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International