Add parallel Print Page Options

କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”(A)

Read full chapter