Font Size
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 10:2
Odia Holy Bible: Easy-to-Read Version
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 10:2
Odia Holy Bible: Easy-to-Read Version
2 ସଦାପ୍ରଭୁ ଏହିକଥା କହନ୍ତି,
“ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ
ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ,
କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
ମାଥିଉ ଲିଖିତ ସୁସମାଗ୍ଭର 6:7
Odia Holy Bible: Easy-to-Read Version
ମାଥିଉ ଲିଖିତ ସୁସମାଗ୍ଭର 6:7
Odia Holy Bible: Easy-to-Read Version
7 “ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International