A A A A A
Bible Book List

ଯୋୟେଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:32 Oriya Bible: Easy-to-Read Version (ERV-OR)

32 ସେହି ସମୟରେ, ଯେ କେହି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବ, ସେ ହିଁ ଉଦ୍ଧାର ପାଇବ।
    କାରଣ ଶରଣାର୍ଥୀ ଲୋକମାନେ ଯିରୁଶାଲମର ଓ ସିୟୋନ ପର୍ବତ ଉପରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହେବେ,
    ଯାହାକି ସଦାପ୍ରଭୁ କହିଛନ୍ତି
ଏବଂ ସେମାନେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ,
    ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରୁଛନ୍ତି।

Oriya Bible: Easy-to-Read Version (ERV-OR)

2010 by World Bible Translation Center

  Back

1 of 1

You'll get this book and many others when you join Bible Gateway Plus. Learn more

Viewing of
Cross references
Footnotes