Add parallel Print Page Options

17 ଯୀଶୁ ତାହାଙ୍କ ନିଜର କ୍ରୁଶ ବୋହି “କପାଳସ୍ଥଳ” ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷାରେ ସେହି ସ୍ଥାନକୁ ‘ଗ‌‌‌‌‌‌‌ଲ୍‌‌‌‌ଗଥା’ କହନ୍ତି। 18 ସେହି ‘ଗ‌‌‌‌‌‌‌ଲ୍‌‌‌‌ଗଥା’ରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ଯୀଶୁଙ୍କୁ ମଝିରେ ରଖି ତାହାଙ୍କର ଦୁଇ ପାର୍ଶ୍ୱରେ ଆଉ ଦୁଇଜଣଙ୍କୁ ମଧ୍ୟ କ୍ରୁଶବିଦ୍ଧ କଲେ।

19 ପୀଲାତ ଗୋଟିଏ ସଙ୍କେତ ଲେଖି ଯୀଶୁଙ୍କ କ୍ରୁଶରେ ଟଙ୍ଗେଇଲେ। ସେଥିରେ ଲେଖାଥିଲା, “ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।”

Read full chapter