Add parallel Print Page Options

ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।

Read full chapter

The soldiers twisted together a crown of thorns and put it on his head. They clothed him in a purple robe and went up to him again and again, saying, “Hail, king of the Jews!”(A) And they slapped him in the face.(B)

Read full chapter