Font Size
ଲେବୀୟ ପୁସ୍ତକ 11:44-45
Odia Holy Bible: Easy-to-Read Version
ଲେବୀୟ ପୁସ୍ତକ 11:44-45
Odia Holy Bible: Easy-to-Read Version
44 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ। ଯେହେତୁ ଆମ୍ଭେ ପବିତ୍ର, ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ନିଜକୁ ଅଶୁଚି କରିବ ନାହିଁ। 45 ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭେମାନେ ପବିତ୍ର ହେବ କାରଣ ଆମ୍ଭେ ପବିତ୍ର ଅଟୁ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International