Add parallel Print Page Options

ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ।

Read full chapter