Add parallel Print Page Options

33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।

Read full chapter