Add parallel Print Page Options

ପାପ କର ନାହିଁ ଏବଂ କ୍ଷମା ଦେବା ପାଇଁ ପ୍ରସ୍ତୁତ ହୁଅ

(ମାଥିଉ 18:6-7,21-22; ମାର୍କ 9:42)

17 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ। ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ।

Read full chapter