Font Size
ଲୂକ ଲିଖିତ ସୁସମାଗ୍ଭର 22:55-57
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 22:55-57
Odia Holy Bible: Easy-to-Read Version
55 ସୈନ୍ୟମାନେ ଅଗଣା ମଝିରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ୟ ସେମାନଙ୍କ ସହିତ ବସିଲେ। 56 ଜଣେ ଦାସୀ ପିତରଙ୍କୁ ସେଠାରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅରେ ଦେଖି ପାରିଲା। କନ୍ୟାଦାସୀଟି ମନ ଧ୍ୟାନ ଦେଇ ପିତରଙ୍କ ମୁହଁକୁ ଗ୍ଭହିଁଲା। ତା'ପରେ ସେ କହିଲା, “ଏ ଲୋକ ମଧ୍ୟ ତାହାଙ୍କ ସହିତ ଥିଲା।”
57 କିନ୍ତୁ ପିତର ଏ କଥା ଅସ୍ୱୀକାର କଲେ। ସେ କହିଲେ, “ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International