Add parallel Print Page Options

ଯୋହନ ଯୀଶୁଙ୍କୁ ବାପ୍ତିଜିତ କଲେ

(ମାଥିଉ 3:13-17; ମାର୍କ 1:9-11)

21 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା। 22 ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।”

Read full chapter