Add parallel Print Page Options

ତୁମ୍ଭର ଶତ୍ରୁକୁ ପ୍ରେମ କର

(ମାଥିଉ 5:38-48; 7:12)

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର।

Read full chapter