Add parallel Print Page Options

ଦୁଇ ପ୍ରକାରର ଫଳ

(ମାଥିଉ 7:17-20; 12:34-35)

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା'ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ।

Read full chapter