Font Size
ଲୂକ ଲିଖିତ ସୁସମାଗ୍ଭର 6:47-49
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 6:47-49
Odia Holy Bible: Easy-to-Read Version
47 ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ, 48 ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧକ୍କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମଜ୍ଭୂତ ଭାବରେ ତିଆରି ହୋଇଥାଏ।
49 “କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International