Font Size
ଲୂକ ଲିଖିତ ସୁସମାଗ୍ଭର 9:7-9
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 9:7-9
Odia Holy Bible: Easy-to-Read Version
ଯୀଶୁଙ୍କ ବିଷୟରେ ହେରୋଦଙ୍କ ଭ୍ରମ
(ମାଥିଉ 14:1-12; ମାର୍କ 6:14-29)
7 ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।” 8 ଆଉ କେତେକ କହୁଥିଲେ, “ଏଲିୟ ଆମ୍ଭ ପାଖରେ ପ୍ରକଟିତ ହୋଇଛନ୍ତି।” ଅନ୍ୟମାନେ ମଧ୍ୟ କହୁଥିଲେ, “ଆଗ କାଳର କୌଣସି ଭବିଷ୍ୟଦ୍ବକ୍ତା ଜୀବନରେ ଉଠିଛନ୍ତି।” 9 କିନ୍ତୁ ହେରୋଦ କହିଲେ, “ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତେବେ ଏ କିଏ, ଯାହାଙ୍କ ବିଷୟରେ ମୁଁ ଏଭଳି କଥା ଶୁଣୁଛି?” ତେଣୁ ହେରୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International