Add parallel Print Page Options

ଯୀଶୁ ଗାଲିଲୀରେ ତାଙ୍କର କାର୍ଯ୍ୟ ଆରମ୍ଭ କଲେ

(ମାଥିଉ 4:12-17; ଲୂକ 4:14-15)

14 ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ। 15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।”

Read full chapter