Font Size
ମାର୍କ ଲିଖିତ ସୁସମାଗ୍ଭର 1:35-39
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 1:35-39
Odia Holy Bible: Easy-to-Read Version
ଲୋକଙ୍କୁ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଯୀଶୁଙ୍କ ପ୍ରସ୍ତୁତି
(ଲୂକ 4:42-44)
35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ। 36 ପରେ ଶିମୋନ ଓ ତାହାଙ୍କ ସାଥୀମାନେ ଯୀଶୁଙ୍କୁ ଖୋଜିବାକୁ ଗଲେ। 37 ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।”
38 ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।” 39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International