Font Size
ମାର୍କ ଲିଖିତ ସୁସମାଗ୍ଭର 12:35-37
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 12:35-37
Odia Holy Bible: Easy-to-Read Version
ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର
(ମାଥିଉ 22:41-46; ଲୂକ 20:41-44)
35 ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ,
‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ:
ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ,
ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’(A)
37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International