Font Size
ମାର୍କ ଲିଖିତ ସୁସମାଗ୍ଭର 13:14-19
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 13:14-19
Odia Holy Bible: Easy-to-Read Version
14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’[a] ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍। 15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍। 16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।
17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। 18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ। 19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ।
Read full chapterFootnotes
- ମାର୍କ ଲିଖିତ ସୁସମାଗ୍ଭର 13:14 ଧ୍ୱଂସ … ବସ୍ତୁକୁ ଦାନିୟେଲ 9:27; 12:11
Odia Holy Bible: Easy-to-Read Version (ERV-OR)
2010 by Bible League International