Add parallel Print Page Options

ଯିହୂଦୀ ନେତାଙ୍କ ଆଗରେ ଯୀଶୁଙ୍କ ବିଗ୍ଭର

(ମାଥିଉ 26:57-68; ଲୂକ 22:54-55,63-71; ଯୋହନ 18:13-14,19-24)

53 ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ। 54 ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।

Read full chapter