Add parallel Print Page Options

ଯୀଶୁଙ୍କ ସ୍ୱର୍ଗାରୋହଣ

(ଲୂକ 24:50-53; ପ୍ରେରିତ 1:9-11)

19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। 20 ତା'ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।

Read full chapter