Add parallel Print Page Options

କିଛି ଲୋକ ଯୀଶୁଙ୍କର ଅଧିକାରକୁ ସନ୍ଦେହ କରନ୍ତି

(ମାଥିଉ 16:1-4; ଲୂକ 11:16,29)

11 ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ। 12 ଯୀଶୁ ଦୀର୍ଘନିଶ୍ୱାସ ନେଇ ଦୁଃଖ ପ୍ରକାଶ କରି କହିଲେ, “ତୁମ୍ଭେମାନେ କାହିଁକି ପ୍ରମାଣ ସ୍ୱରୂପ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛ? ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କୁ ସେଭଳି କୌଣସି ପ୍ରମାଣ ଦିଆ ଯିବ ନାହିଁ।” 13 ତା'ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।

Read full chapter