Add parallel Print Page Options

ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ

(ମାଥିଉ 17:22-23; ଲୂକ 9:43-45)

30 ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ। 31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।” 32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।

Read full chapter