Add parallel Print Page Options

19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। 20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।

Read full chapter