Add parallel Print Page Options

37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। 38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ।

Read full chapter