Add parallel Print Page Options

34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। 35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ।

Read full chapter