Add parallel Print Page Options

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ।

Read full chapter