Add parallel Print Page Options

ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି। ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରା‌‌‌‌‌ବ୍‌‌‌‌‌ବୀ’[a] ବୋଲି ଡାକନ୍ତୁ।

Read full chapter

Footnotes

  1. ମାଥିଉ ଲିଖିତ ସୁସମାଗ୍ଭର 23:7 ରା‌‌‌‌‌ବ୍‌‌‌‌‌ବୀ ଗୁରୁ