Add parallel Print Page Options

17 ପ୍ରତ୍ୟେକ ଭଲ ଗଛରେ ଭଲ ଫଳ ଫଳେ। କିନ୍ତୁ ଗୋଟିଏ ମନ୍ଦ ଗଛରେ ମନ୍ଦ ଫଳ ଫଳେ, 18 ଗୋଟିଏ ଭଲ ଗଛରେ ମନ୍ଦ ଫଳ ଫଳି ପାରିବ ନାହିଁ। କି ଗୋଟିଏ ମନ୍ଦ ଗଛରେ ଭଲ ଫଳ ଫଳି ପାରିବ ନାହିଁ। 19 ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ। 20 ତେଣୁ ମୁଁ ପୁଣି ଥରେ କହୁଛି ଯେ, ଏହି ଭଣ୍ତ ଲୋକମାନଙ୍କୁ ତୁମ୍ଭେ ତାହାଙ୍କ କାର୍ଯ୍ୟରୁ ଚିହ୍ନି ପାରିବ।

Read full chapter