Add parallel Print Page Options

54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”

Read full chapter

39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”

Read full chapter

47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”

Read full chapter