Font Size
ଗଣନା ପୁସ୍ତକ 25:3-4
Odia Holy Bible: Easy-to-Read Version
ଗଣନା ପୁସ୍ତକ 25:3-4
Odia Holy Bible: Easy-to-Read Version
3 ଇସ୍ରାଏଲ ନିଜକୁ ବାଲପୟୋରଙ୍କ ସହିତ ଯୋଗ ଦେଇଥିଲେ। ଏଣୁ ସଦାପ୍ରଭୁ ଇସ୍ରାଏଲ ସହିତ ବହୁତ କ୍ରୋଧ କଲେ।
4 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ନେତୃବର୍ଗଙ୍କୁ ହତ୍ୟା କର ଏବଂ ସର୍ବସାଧାରଣ ସମ୍ମୁଖରେ ସେମାନଙ୍କୁ ଖରାରେ ଟାଙ୍ଗି ଦିଅ। ତେବେ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲମାନଙ୍କଠାରୁ ଦୂରେଇ ଯିବ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International