Add parallel Print Page Options

ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ।
    ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼।
    ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ।
ପରମେଶ୍ୱର ମୋର ଢାଲ ସଦୃଶ।
ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ।
    ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।

Read full chapter